ତାଜା ଖବରରାଜ୍ୟ ଖବର

ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ଏଣିକି ସବୁଦିନ ଚଳାଚଳ କରିବ I

Bhubaneshwar: ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସକୁ ଆସନ୍ତା କାଲି ଶୁକ୍ରବାର ଠାରୁ ସପ୍ତାହରେ ୫ ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି I

ଏହି ଟ୍ରେନ ଭୁବନେଶ୍ୱର ରୁ ସକାଳ ୬ଘ.୩୦ମି.ରେ ଛାଡୁଥିବା ବେଳେ ବଲାଙ୍ଗୀର ଠାରୁ ଅପରାହ୍ନ ୨ଘ.୪୫ମି.ରେ ଛାଡି ଭୁବନେଶ୍ୱର ଯାତ୍ରା କରୁଛି I

ଏହି ଟ୍ରେନ ଭୁବନେଶ୍ୱର ଓ ବଲାଙ୍ଗୀର ମଧ୍ୟରେ ମଞ୍ଚେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବଇଣ୍ଡା,ବIମୁର, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି ଏବଂ ଲୋଇଶିଙ୍ଗା ଠାରେ ଉଭୟ ଦିଗରୁ ରହଣି କରିବ l

ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସକୁ ଆସନ୍ତା କାଲି ଶୁକ୍ରବାର ଠାରୁ ସପ୍ତାହରେ ୫ ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି I

ସମ୍ବଲପୁରରୁ
ରମାକାନ୍ତ ବିଶ୍ବାଳ

Tags

Leave a Reply

Your email address will not be published.

This site uses Akismet to reduce spam. Learn how your comment data is processed.

Back to top button